ରାଜ୍ୟରେ ଆଉ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ କରୋନାରେ ଆଜି ଆଉ ୧୦ ଜଣଙ୍କ ଜୀବନ ଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୭କୁ ବୃଦ୍ଧିପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
5. A 62-year old female of Malkangiri district who was also suffering from Hypertension.
— H & FW Dept Odisha (@HFWOdisha) July 29, 2020
୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ ଜଣ, ରାୟଗଡା ଜିଲ୍ଲାରୁ ୩ ଜଣ, ଗଜପତି ଜିଲ୍ଲାରୁ ୨ ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ ଏବଂ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ରହିଛନ୍ତି ।