ଆଜି ରାଜ୍ୟରେ କରୋନା ନେଲା ୧୩ଜଣଙ୍କ ଜୀବନ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଆଜି ପୁଣି ୧୩ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୭୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
2. A 52 year old male of Bhubaneswar who was also suffering from Diabetes & Hypertension, Old Cerebro Vascular Accident.
3. A 60 year old male of Khordha district who was also suffering from Hypertension, & morbid obesity.
— H & FW Dept Odisha (@HFWOdisha) August 9, 2020
ମୃତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୬ ଜଣ, କୋରାପୁଟରୁ ୨ ଜଣ, ବାଲେଶ୍ବର, ବରଗଡ଼, ନୟାଗଡ଼, ଖୋର୍ଦ୍ଧା ଓ ଭୁବନେଶ୍ବର ମହାନଗର ଅଞ୍ଚଳରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।