ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୨୫୨ କରୋନା ସଂକ୍ରମିତ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଆଜି ୩୨୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୯୭୯୨୦ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି। ସଂକମିତଙ୍କ ମଧ୍ୟରୁ ୧୯୮୭ଜଣ କ୍ବାରେଣ୍ଟାଇନ୍ରେ ରହିଥିବାବେଳେ ୧୨୬୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି।
Covid-19 Report For 28th August
New Positives Cases: 3252
In quarantine: 1987
Local contacts: 1265(Details of local contacts will be shared by concerned District Administration)
District Wise Cases
1. Angul: 11
2. Balasore: 78
3. Bargarh: 146
4. Bhadrak: 76
5. Balangir: 64— I & PR Department, Odisha (@IPR_Odisha) August 29, 2020
ଅନୁଗୁଳ ଜିଲ୍ଲାରୁ ୧୧ଜଣ, ବାଲେଶ୍ୱର ଜିଲ୍ଲାରୁ ୭୮ଜଣ, ବରଗଡ଼ ଜିଲ୍ଲାରୁ ୧୪୬ଜଣ, ଭଦ୍ରକ ଜିଲ୍ଲାରୁ ୭୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୬୪ଜଣ, ବୌଦ୍ଧ ଜିଲ୍ଲାରୁ ୩୮ଜଣ, କଟକ ଜିଲ୍ଲାରୁ ୩୨୩ଜଣ, ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୯୪ଜଣ, ଗଜପତି ଜିଲ୍ଲାରୁ ୨୦ଜଣ, ଗଞ୍ଜାମ ଜିଲ୍ଲାରୁ ୧୬୯ଜଣ, ଜଗତସିଂହପୁର ଜିଲ୍ଲାରୁ ୩୬ଜଣ, ଯାଜପୁର ଜିଲ୍ଲାରୁ ୮୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫୫ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ୨୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୭ଜଣ, କେନ୍ଦୁଝର ଜିଲ୍ଲାରୁ ୫୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୬୨ଜଣ, କୋରାପୁଟ ଜିଲ୍ଲାରୁ ୨୫ଜଣ, ମାଲକାନଗିରି ଜିଲ୍ଲାରୁ ୨୧ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୨୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୪୧ଜଣ,ନୟାଗଡ ଜିଲ୍ଲାରୁ ୧୨୦ଜଣ,ନୂଆପଡ଼ା ଜିଲ୍ଲାରୁ ୨୫ଜଣ, ପୁରୀ ଜିଲ୍ଲାରୁ ୧୩୫ଜଣ, ରାୟଗଡ଼ା ଜିଲ୍ଲାରୁ ୪୫୦ଜଣ, ସମ୍ବଲପୁର ଜିଲ୍ଲାରୁ ୬୩, ସୋନପୁର ଜିଲ୍ଲାରୁ ୩୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୪ଜଣ ରହିଛନ୍ତି ।