ଆଜି ୫ଟି ଜିଲ୍ଲାରେ ବର୍ଷା

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଆଜି ୫ଟି ଜିଲ୍ଲାରେ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ଆଜି ଦିନ ୧୨ଟା ଯାଏ ସତର୍କ ରହିବାକୁ ଅଞ୍ଚଳବାସୀଙ୍କୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା ନୟାଗଡ଼, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା ଓ ବରଗଡ଼।

Leave a comment