ରାଜ୍ୟ ବାହାରେ ଫସି ରହିଥିବା ଓଡିଆଙ୍କୁ ସାହାଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ, ଦେଖନ୍ତୁ ଭିଡ଼ିଓ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିଡିଓ ଜାରି କରି ରାଜ୍ୟ ବାହାରେ ଫସି ରହିଥିବା ଓଡିଆମାନଙ୍କୁ ସାହାଯ୍ୟ କରିବା ପାଇଁ ଓଡିଆ ସଙ୍ଗଠନକୁ ଅନୁରୋଧ କଲେ ।

ଏହି ଭିଡିଓ ରେ ମୁଖ୍ୟମନ୍ତ୍ରୀ କହିଛନ୍ତି, କରୋନା ମୁକାବିଲା ସମୟରେ ରାଜ୍ୟ ବାହାରେ ବହୁ ଓଡ଼ିଆ ଲୋକ ବିଭିନ୍ନ ସ୍ଥାନରେ ଫସିଥିବାର ଖବର ମିଳୁଛି । ସେ ଏହା ମଧ୍ୟ କହିଛନ୍ତି, ‘ଫସି ରହିଥିବା ଓଡ଼ିଆଙ୍କୁ ଖାଦ୍ୟ, ଔଷଧ ଯୋଗାଇ ଦିଅନ୍ତୁ, ସେ ବାବଦ ସମସ୍ତ ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ଭରଣା କରାଯିବ।’ ।

Leave a comment