ରାଜ୍ୟରେ ସୁସ୍ଥ ହେଲେ ୧୭୭୩ ଜଣ କରୋନା ଆକ୍ରାନ୍ତ

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ରାଜ୍ୟରେ ଶନିବାର ୨୬ଟି ଜିଲ୍ଲାରୁ ୧୭୭୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବଭାଗ ପକ୍ଷରୁ ଟୁଇଟ ଜରିଆରେ ସୂଚନା ଦିଆଯାଇଛି।
Another 1773 #COVID19 patients have recovered and are being discharged on 22.8.2020
254 from Khurdha
216 from Ganjam
147 from Cuttack
125 from Sambalpur
92 from Kandhamal
87 from Jajpur
80 from Mayurbhanj
77 from Rayagada
74 from Puri
72 from Malkangiri
69 from Koraput— H & FW Dept Odisha (@HFWOdisha) August 22, 2020
ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୫୨ ହଜାର ୨୭୬ରେ ପହଞ୍ଚିଛି। ଖୋର୍ଦ୍ଧା ଜିଲ୍ଲାରୁ ୨୫୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଗଞ୍ଜାମ ଜିଲ୍ଲାରୁ ୨୧୬ଜଣ ସୁସ୍ଥ ହୋଇଛନ୍ତି। ସେହିପରି କଟକ ଜିଲ୍ଲାରୁ ୧୪୭, ସମ୍ବଲପୁରରୁ ୧୨୫, କନ୍ଧମାଳରୁ ୯୨, ଯାଜପୁରରୁ ୮୭, ମୟୂରଭଞ୍ଜରୁ ୮୦, ରାୟଗଡାରୁ ୭୭, ପୁରୀରୁ ୭୪, ମାଲକାନଗିରିରୁ ୭୨, କୋରାପୁଟରୁ ୬୯, ସୁନ୍ଦରଗଡରୁ୬୮, ବାଲେଶ୍ୱରରୁ ୫୮, ନୟାଗଡରୁ ୫୧, କଳାହାଣ୍ଡି ଓ କେନ୍ଦୁଝରରୁ ୩୮ଜଣ ଲେଖାଏଁ, ବରଗଡରୁ ୩୨, ଗଜପତିରୁ ୩୦, ବଲାଙ୍ଗିରରୁ ୨୬, ଭଦ୍ରକରୁ ୨୫, ନବରଙ୍ଗପୁରରୁ ୨୩, କେନ୍ଦ୍ରାପଡାରୁ ୨୨, ଢେଙ୍କାନାଳରୁ ୨୦, ଝାରସୁଗୁଡାରୁ ୧୯, ଜଗତସିଂହପୁରରୁ ୧୫, ଅନୁଗୁଳରୁ ୭, ନୂଆପଡା ଓ ସୋନପୁରରୁ ୪ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି।