ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜନ୍ମଦିନର ଶୁଭେଚ୍ଛା ଜଣାଇ ନିଜର ଟୁଇଟରରେ ଲେଖିଛନ୍ତି, ‘ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଜୀଙ୍କୁ ଜନ୍ମଦିନର ଶୁଭେଚ୍ଛା। ତାଙ୍କର ଦୀର୍ଘ ଏବଂ ସୁସ୍ଥ ଜୀବନ ପାଇଁ ପ୍ରାର୍ଥନା।’
Birthday greetings to Odisha CM Shri Naveen Patnaik Ji. Praying for his long and healthy life. @Naveen_Odisha
— Narendra Modi (@narendramodi) October 16, 2020
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶୁଭେଚ୍ଛା ଜଣାଇ ନିଜର ଟୁଇଟରରେ ଲେଖିଛନ୍ତି, ‘ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଅଭିନନ୍ଦନ।
ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ @Naveen_Odisha ଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଅଭିନନ୍ଦନ । ମହାପ୍ରଭୁ ଶ୍ରୀଜଗନ୍ନାଥ ଆପଣଙ୍କୁ ଦୀର୍ଘାୟୁ ରଖନ୍ତୁ । ଆପଣଙ୍କ ସୁସ୍ଥ ଓ ନୀରାମୟ ଜୀବନ କାମନା କରୁଛି ।
— Dharmendra Pradhan (@dpradhanbjp) October 16, 2020
ମହାପ୍ରଭୁ ଶ୍ରୀଜଗନ୍ନାଥ ଆପଣଙ୍କୁ ଦୀର୍ଘାୟୁ ରଖନ୍ତୁ। ଆପଣଙ୍କ ସୁସ୍ଥ ଓ ନିରାମୟ ଜୀବନ କାମନା କରୁଛି।’