ବିନ୍ଦୁ ସାଗର ପ୍ରକଳ୍ପକୁ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଭୁବନେଶ୍ୱର ସ୍ଥିତି ବିନ୍ଦୁ ସାଗରର ସଫେଇ ଓ ନବୀକରଣ ପାଇଁ ସ୍ୱଚ୍ଛ ବିନ୍ଦୁସାଗର ପ୍ରକଳ୍ପର ଉଦଘାଟନ ହୋଇଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରକଳ୍ପର ଉଦଘାଟନ କରିଛନ୍ତି। ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଏହି ଉଦଘାଟନୀ ସଭାରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ, ବିଧାୟକ ଅଶୋକ ଚନ୍ଦ୍ର ପଣ୍ଡା, ପଦ୍ମଶ୍ରୀ ରଘୁନାଥ ମହାପାତ୍ର ପ୍ରମୁଖ ବ୍ୟକ୍ତି ଯୋଗ ଦେଇଛନ୍ତି।

Leave a comment