ରାଜଧାନୀରେ ପୁଣି ବନ୍ଦ ହେଲା

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ରାଜଧାନୀର ସମସ୍ତ ଧାର୍ମିକ ଅନୁଷ୍ଠାନ ପୁଣିଥରେ ବନ୍ଦ ହେବ। କରୋନାର ଦ୍ୱିତୀୟ ଲହରକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଫଳରେ ଧାର୍ମିକ ଅନୁଷ୍ଠାନରେ ଭକ୍ତଙ୍କ ପ୍ରବେଶ ଉପରେ ରୋକ ଲାଗିଛି। କେବଳ ନୀତିକାନ୍ତି ଓ ପୂଜାର୍ଚ୍ଚନାକୁ ଅନୁମତି ମିଳିଛି। ଧର୍ମଗୁରୁ ଓ କର୍ମକର୍ତ୍ତାଙ୍କ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି।

Leave a comment