ରଜରେ ବିଭିନ୍ନ ପ୍ରକାର ପିଠା

ଓଡ଼ିଶା ଫାଷ୍ଟ (ବ୍ୟୁରୋ): ଓଡ଼ିଆ ରେ ୧୨ ମାସରେ ୧୩ ପର୍ବ। ଏହି ମଧ୍ୟରୁ ରଜ ଅନ୍ୟତମ। ପହିଲି ରଜରେ ବିଭିନ୍ନ ପ୍ରକାର ପିଠା କରା ଯାଏ। ବିଶେଷ କରି ପୋଡ଼ ପିଠା ତିଆରି କରାଯାଇଥାଏ, ଯାହା ସହଜରେ ନଷ୍ଟ ହୁଏ ନାହିଁ ଏବଂ ଅଧିକ ଦିନ ରହିଥାଏ । ଭାତ ବଦଳରେ ଫଳମୂଳ ଓ ବିଭିନ୍ନ ପ୍ରକାର ପିଠାପଣା ଏକାଠି ଖାଇ ସମସ୍ତେ ମଜା କରିଥାନ୍ତି ।
Related Posts
ଚକୁଳି ପିଠା: ଏହା ଏକ ଓଡ଼ିଆ ଖାଦ୍ୟ ଯାହା ଚାଉଳ ଚୂନା ଓ ବିରିରୁ ତିଆରି ବହଳିଆ ମଣ୍ଡକୁ ତାବାରେ ଭାଜି ତିଆରି କରାଯାଏ ।
ପୋଡ଼ ପିଠା: ଏହା ଏକ ଓଡ଼ିଆ ଖାଦ୍ୟ ଯାହା ଚାଉଳ ଚୂନା ଓ ବିରିରୁ ତିଆରି ଆଣକୁ କଦଳୀ ପତ୍ରରେ ବାନ୍ଧି ଚୁଲିରେ ରାତି ସାରା ପୋଡ଼ି ପ୍ରସ୍ତୁତ କରାଯାଏ । ଏହି ପୋଡ଼ ପିଠାକୁ ରଜ ୩ ଦିନ ଖିଆ ଯାଏ ।