ରାଜ୍ୟରେ ଆଜି ୨୯୧୭ ପଜିଟିଭ ଚିହ୍ନଟ

0

ଓଡ଼ିଶାଫାଷ୍ଟ (ବ୍ୟୁରୋ): ରାଜ୍ୟରେ ଧିରେ ଧିରେ କରୋନା ଗ୍ରାଫ ତଳକୁ ଖସୁଛି । ଆଜି ରାଜ୍ୟରେ ଦୈନିକ ସଂକ୍ରମଣ ୩ ହଜାର ତଳେ ରହିଛି । ତେବେ ରାଜ୍ୟରେ କରୋନା କଟକଣା ଲାଗୁ ପରେ ମଧ୍ୟ ୧୫ ଦିନ ଧରି ୩ ହଜାର ପଜିଟିଭ୍‌ ଚିହ୍ନଟ ହେଉଛନ୍ତି । ଏହା ମଧ୍ୟରେ ଆଜି ପୁଣି ୨୯୧୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୬୭୭ ଓ ସ୍ଥାନୀୟ ଅଞ୍ଚଳରୁ ୧୨୪୦ ଜଣ ଚିହ୍ନଟ ହୋଇଛନ୍ତି ।

Leave a comment