ରୋଗୀଙ୍କୁ ଗୋଡେଇ ପିଟିଲେ ଡାକ୍ତର

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରୋଗୀଙ୍କୁ ଡାକ୍ତରଙ୍କ ଗୋଡ଼ାଇ ଗୋଡ଼ାଇ ପିଟିଲେ. ଏଭଳି ଘଟଣା କଳାହାଣ୍ଡି ଜିଲ୍ଲା ଧର୍ମଗଡ ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତରଙ୍କରେ ଦେଖିବାକୁ ମିଳିଛି ।

ଖବର ଅନୁଯାୟୀ, ଗତକାଲି ରାତିରେ ଡ୍ୟୁଟି ରେ ଥିବା ଡାକ୍ତର ଶୈଳେଶ କୁମାର ଦୋରା ହସ୍ପିଟାଲକୁ ଆସିଥିବା ଧର୍ମଗଡ ବସ୍ତିପଡାର ଜଣେ ରୋଗୀଙ୍କୁ କୌଣସି କଥାକୁ ନେଇ ରାଗି ଯାଇଥିଲେ । ଏହାପରେ ତାଙ୍କୁ ଗୋଡ଼ାଇ ଗୋଡ଼ାଇ ନିସ୍ତୁକ ମାଡ଼ ମାରିଥିବାର ଭିଡ଼ିଓ ଭାଇରାଲ ହେବାରେ ଲାଗିଛି l ତେବେ କେଉଁ କାରଣକୁ ନେଇ ଡାକ୍ତର ଏମିତି କାଣ୍ଡ କରିଛନ୍ତି ତାହା ଅସ୍ପଷ୍ଟ ରହିଛି l

Leave a comment