ବହୁଚର୍ଚ୍ଚିତ ଅର୍ଚ୍ଚନା ନାଗ ଗିରଫ ମାମଲା; ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କୁ ଜାମିନ

0

ବହୁଚର୍ଚ୍ଚିତ ଅର୍ଚ୍ଚନା ନାଗ ଗିରଫ ମାମଲା । ଅର୍ଚ୍ଚନାଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କୁ ଜାମିନ ମିଳିଛି । ହାଇକୋର୍ଟରୁ ତାଙ୍କୁ ଜାମିନ ମିଳିଛି । ପୂର୍ବରୁ ଭୁବନେଶ୍ୱର ଏଡିଜେ-୨ କୋର୍ଟ ଜାମିନ ଖାରଜ କରି ଦେଇଥିଲେ ।

Leave a comment