ଭୁବନେଶ୍ୱରରେ କେନ୍ଦ୍ରକ୍ରୀଡା ମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ

0

ଭୁବନେଶ୍ୱରରେ କେନ୍ଦ୍ର ସୂଚନା ଓ ପ୍ରସାରଣ, ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରୀ ଅନୁରାଗ ଠାକୁର । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଭୁବନେଶ୍ୱରରେ ପହଞ୍ଚିଛନ୍ତି । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ଦୁଇ କେନ୍ଦ୍ରମନ୍ତ୍ରୀଙ୍କୁ ବିଜେପି ପକ୍ଷରୁ ସ୍ୱାଗତ କରାଯାଇଥିଲା ।

ଭୁବନେଶ୍ୱର ବିମାନ ବନ୍ଦରରୁ ଦଳୀୟ କାର୍ଯ୍ୟାଳୟକୁ ଯାଇଛନ୍ତି ଦୁଇ କେନ୍ଦ୍ରମନ୍ତ୍ରୀ । ସେଠାରେ ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧନ କରିବେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ । ଏହା ପରେ ଉକ୍ରଳ ବିଶ୍ୱବିଦ୍ୟାଳୟରେ ନେହେରୁ ଯୁବ କେନ୍ଦ୍ର ସଂଗଠନ ପକ୍ଷରୁ ଆୟୋଜିତ ମୋ ମାଟି ମୋ ଦେଶ କାର୍ଯ୍ୟକ୍ରମରେ ଯୋଗଦେବେ ।

 

Leave a comment