ଦ୍ଵିତୀୟ ପର୍ଯ୍ୟାୟ ବିଧାନସଭା ଓ ତୃତୀୟ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି
ବିଜେଡି ଜାରି କଲା ଦ୍ଵିତୀୟ ପର୍ଯ୍ୟାୟରେ ୨୭ ଜଣିଆ ବିଧାନସଭା ପ୍ରାର୍ଥୀ ତାଲିକା । ଏହା ସହ ଲୋକସଭାର ତୃତୀୟ ପର୍ଯ୍ୟାୟରେ ୫ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିଛି ଦଳ। ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ଦଳ ୭୨ଟି ସିଟ୍ ରେ ପ୍ରାର୍ଥୀ ଘୋଷଣା କରିଥିଲା। ଏବେ ୨୭କୁ ମିଶାଇ ଏ ପର୍ଯ୍ୟନ୍ତ ବିଜେଡି ୯୯ଟି ବିଧାନସଭାରେ ପ୍ରାର୍ଥୀ ଘୋଷଣା କରିଛି। ଆହୁରି ୪୮ଟି ସିଟ୍ ରେ ପ୍ରାର୍ଥୀ ଦେବା ବାକି ରହିଛି। ସେହିପରି ଲୋକସଭାରେ ୨୦ଟି ଆସନରେ ପାର୍ଟି ପ୍ରାର୍ଥୀ ଦେଇଥିବା ବେଳେ ଆଉ ଗୋଟିଏ ଆସନ ବାକି ରହିଛି।
ବ୍ରଜରାଜନଗର-ଅଳକା ମହାନ୍ତି
ଝାରସୁଗୁଡ଼ା-ଦୀପାଳି ଦାସ
ତଳସରା- ବିନୟ କୁମାର ଟପ୍ପୋ
ସୁନ୍ଦରଗଡ଼- ଯୋଗେଶ ସିଂହ
ରାଜଗାଙ୍ଗପୁର-ଅନୀଲ ବାର୍ଲା
ବଣାଇ- ଭୀମସେନ ଚୌଧୁରୀ
ଯଶୀପୁର- ଚକ୍ରଧର ହେମ୍ବ୍ରମ୍
ଉଦଳା- ଶ୍ରୀନାଥ ସୋରେନ୍
ବାରିପଦା- ସାନନ୍ଦ ମାରାଣ୍ଡି
ବଡ଼ସାହି- ଅନସୂୟା ପାତ୍ର
ମୋରଡ଼ା-ପ୍ରୀତିନନ୍ଦା କାନୁନଗୋ
ସୋର- ମାଧବ ଧଡା
ଆଠମଲ୍ଲିକ- ନଳିନୀ ପ୍ରଧାନ
ବୀରମହାରାଜପୁର- ପଦ୍ମନାଭ ବେହେରା
ଖଡ଼ିଆଳ- ଅଧିରାଜ ପାଣିଗ୍ରାହୀ
ଫୁଲବାଣୀ- ଜୟଶ୍ରୀ କହଁର
ମାହାଙ୍ଗା-ଅଙ୍କିତ ପ୍ରତାପ ଜେନା
ତିର୍ତ୍ତୋଲ- ରମାକାନ୍ତ ଭୋଇ
ଜଗତସିଂହପୁର- ପ୍ରଶାନ୍ତ ମୁଦୁଲି
ଏକାମ୍ର ଭୁବନେଶ୍ଵର- ଅଶୋକ ଚନ୍ଦ୍ର ପଣ୍ଡା
ଭୁବନେଶ୍ୱର ଉତ୍ତର- ସୁଶାନ୍ତ ରାଉତ
ଖଲ୍ଲିକୋଟ- ସୂର୍ଯ୍ୟମଣି ବୈଦ୍ୟ
ଆସିକା- ମଞ୍ଜୁଳା ସ୍ୱାଇଁ
ବ୍ରହ୍ମପୁର- ରମେଶଚନ୍ଦ୍ର ଚ୍ୟାଉପଟ୍ଟନାୟକ
ପାରଳାଖେମୁଣ୍ଡି- ରୂପେଶ ପାଣିଗ୍ରାହୀ
ମୋହନା-ଅନ୍ତର୍ଯ୍ୟାମୀ ଗମାଙ୍ଗୋ
ପଟାଙ୍ଗୀ- ପ୍ରଫୁଲ୍ଲ ପାଙ୍ଗୀ
ଲୋକସଭା ପ୍ରାର୍ଥୀ:
ବଲଙ୍ଗୀର- ସୁରେନ୍ଦ୍ର ସିଂ ଭୋଇ
ଭଦ୍ରକ- ମଞ୍ଜୁଲତା ମଣ୍ଡଳ
ବରଗଡ଼- ପରିଣିତା ମିଶ୍ର
ବ୍ରହ୍ମପୁର- ଭୃଗୁ ବକ୍ସିପାତ୍ର
କେନ୍ଦୁଝର- ଧନଞ୍ଜୟ ସିଦ୍ଧୁ