ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଏୟାରଲିଫ୍ଟ
ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଏୟାରଲିଫ୍ଟ କରାଗଲା ।ଭୁବନେଶ୍ୱରର ଆପୋଲୋ ହସ୍ପିଟାଲକୁ ଅଣାଯାଉଛି । ଝାରସୁଗୁଡା ହସ୍ପିଟାଲରୁ ସ୍ୱତନ୍ତ୍ର ବିମାନରେ ଅଣାଯାଉଛି । ମନ୍ତ୍ରୀଙ୍କୁ ଏୟାରଲିଫ୍ଟ କରିବା ପ୍ରକ୍ରିୟା ଆରମ୍ଭ ହୋଇଛି । ସୂଚନାଥାଉ କି,ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ପୋଲିସ ASI ଗୋପାଳ ଦାସ ଗୁଳିମାଡ କରିଛନ୍ତି । ଗୁଳିମାଡ ନେଇ ଏସଡିପିଓ ସ୍ପଷ୍ଟ କରିଛନ୍ତି ।