ନବମ, ଦଶମ ପାଠ୍ୟପୁସ୍ତକରେ ସାମିଲ ହେବ ‘ବନ୍ଦେ ଉକ୍ରଳ ଜନନୀ’

0

(ଓଡ଼ିଶାଫାଷ୍ଟ ବ୍ୟୁରୋ): ପାଠ୍ୟପୁସ୍ତକରେ ସାମିଲ ହେବ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ରଚିତ ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିବାର ୮ ମାସ ପରେ ଆଜି ଏନେଇ ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି ।

Leave a comment