ଆଜି କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

0

ଭୁବନେଶ୍ୱର (ଓଡ଼ିଶାଫାଷ୍ଟ ବ୍ୟୁରୋ): ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ । ଲୋକସେବା ଭବନରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଭିଡିଓ କନ୍‌ଫେରେନ୍ସି ଜରିଆରେ ସାମିଲ ହେବେ । ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ୍‌ ମୋହର ବାଜିବାର ସମ୍ଭାବନା ରହିଛି ।

Leave a comment