ନରସିଂହ ମିଶ୍ରଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ରଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ନବୀନ ପଟ୍ଟନାୟକ। ଏହା ସହ ତାଙ୍କ ପରିବାର ସହ କଥା ହୋଇ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଥିଲେ। ଏହା ପରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ତାଙ୍କ ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତିି ନବୀନ ପଟ୍ଟନାୟକ।