ଆସିକାରେ ନିର୍ବାଚନୀ ହିଂସା, ଜଣେ ମୃତ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଆସିକାରେ ନିର୍ବାଚନ ପରବର୍ତ୍ତୀ ହିଂସା ଦେଖିବାକୁ ମିଳିଛି। କେନ୍ଦୁପଦର କଲେଜ ନିକଟରେ ସଙ୍ଘବଧ ଆକ୍ରମଣରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ, ତିନି ଆହତ ହୋଇଛନ୍ତି । ମୃତକ ହେଲେ କେନ୍ଦୁପଦର ଗ୍ରାମର ବୁଲୁ ସ୍ୱାଇଁ । ଆହତଙ୍କୁ ଆସିକା ମେଡ଼ିକାଲ ରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ପୋଲିସ ପଂହଁଚି ତଦନ୍ତ ଜାରି ରଖିଛି । ପୌର ନିର୍ବାଚନ ପାଇଁ ମାହୋଲ ସରଗରମ ହୋଇଥିବା ବେଳେ ନିର୍ବାଚନୀ ହିଂସା ପୋଲିସ ପାଇଁ ମୁଣ୍ଡ ବିନ୍ଧାର କାରଣ ପାଲଟିଛି ।

Leave a comment