ପେନ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ; ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳିପୋଡ଼ି ପାଉଁଶ ହୋଇଥିବା ସୂଚନା

0

ମାଷ୍ଟର କ୍ୟାଣ୍ଟିନ ଛକରେ ଥିବା ପେନ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଅଫିସ ଷ୍ଟେସନାରୀ ଓ ବିଭିନ୍ନ କଲମ ମିଳୁଥିବା ଦୋକାନର ନାଁ ହେଉଛି ପେନ୍ ହସ୍ପିଟାଲ। ସର୍ଟ ସର୍କିଟରୁ ପେନ୍ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ହୋଇଥିବା ସୂଚନା । ଖବର ପାଇ ଅଗ୍ନିଶମ ଗାଡି ପହଞ୍ଚି ନିଆଁକୁ ଆୟତ୍ତ କରିଛି। ପ୍ରବଳ ଧୂଆଁ ବାହାରୁଥିବା ବେଳେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳିପୋଡ଼ି ପାଉଁଶ ହୋଇ ଯାଇଥିବା ପ୍ରାଥମିକ ଖବରରୁ ଜଣାପଡ଼ିିଛି।

Leave a comment