ବିଜେପି ଛାଡିଲେ ପୂର୍ବତନ ବିଧାୟକ ରମାରଞ୍ଜନ ବଳିଆରସିଂ

0

ବିଜେପି ଛାଡିଲେ ବିଜେପି ମୁଖପାତ୍ର ତଥା ସତ୍ୟବାଦୀର ପୂର୍ବତନ ବିଧାୟକ ରମା ରଞ୍ଜନ ବଳିଆରସିଂ । ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ନିଜ ଇସ୍ତଫା ପତ୍ର ରାଜ୍ୟ ବିଜେରି ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇଛନ୍ତି । ଟିକେଟ୍ ନ ମିଳିବା କାରଣରୁ ଅସନ୍ତୁଷ୍ଟ ଥିଲେ । ତାଙ୍କୁ କୌଣସି ଦଳୀୟ କାର୍ଯ୍ୟକ୍ରମରେ ମଧ୍ୟ ଦେଖିବାକୁ ମିଳୁ ନଥିଲା । ସେ ନିଜ ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି, ବିଜେପି ପୁରୀ ଜିଲ୍ଲା ସତ୍ୟବାଦୀ ଅଂଚଳକୁ ଅଣଦେଖା କରିଛି ।

Leave a comment