ଆଜିଠୁ ଯାତ୍ରା କଳାକାରଙ୍କ ଅନଶନ

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଆଜିଠାରୁ ଭୁବନେଶ୍ୱର ଲୋୟର ପିଏମଜିରେ ଆମରଣ ଅନଶନରେ ବସିବେ ଯାତ୍ରା କଳାକାର। ୨ ହଜାର ଦର୍ଶକଙ୍କୁ ନେଇ ଯାତ୍ରା ପରିବେଷଣ ପାଇଁ ଅନୁମତି ଦେବା ସହ ୧୨ ଦଫା ଦାବି ପୂରଣ ଦାବିରେ ଆମରଣ ଅନଶନ ଓ ଗଣଧାରଣା ଦେବ ସଂଘ।