ଚାଲିଗଲେ ବିଶିଷ୍ଟ ଗଜଲ ଗାୟକ ପଙ୍କଜ ଉଧାସ

0

ଆରପାରିରେ ବିଶିଷ୍ଟ ଗଜଲ ଗାୟକ ପଙ୍କଜ ଉଧାସ । ସୋମବାର ୭୨ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି । ପଙ୍କଜ ଉଧାସଙ୍କ ପରଲୋକ ନେଇ ତାଙ୍କ ଝିଅ ନାୟାବ ଉଧାସ ସୂଚନା ଦେଇଛନ୍ତି । ପଙ୍କଜଙ୍କ ପରଲୋକ ପରେ ସଙ୍ଗୀତ ଜଗତରେ ଶୋକର ଛାୟା ଖେଳିଯାଇଛି । ତାଙ୍କର ଅନେକ ଶ୍ରୋତା ସୋସିଆଲ୍ ମିଡିଆ ଜରିଆରେ ଶୋକ ପ୍ରକାଶ କରିଛନ୍ତି।

Leave a comment