ମହାପ୍ରଭୁ ଶ୍ରୀରାମଙ୍କ ହେଲା ପ୍ରାଣ ପ୍ରତିଷ୍ଠା

0

ଦର୍ଶନ ଦେଲେ ମହାପ୍ରଭୁ ଶ୍ରୀରାମ । ଆଯୋଧ୍ୟା ରାମ ମନ୍ଦିରରେ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ ସମ୍ପନ୍ନ ହୋଇସାରିଛି । କାଶୀ ପୀଠରେ ବେଦଜ୍ଞ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ ସମ୍ପନ୍ନ କରିଛନ୍ତି । ମୁଖ୍ୟ ଯଜମାନ ଭାବେ ଦାୟିତ୍ୱ ନିର୍ବାହ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆର୍‌ଏସ୍‌ଏସ୍ ର ମୁଖ୍ୟ ମୋହନ ଭାଗବତ ଉପସ୍ଥିତ ଅଛନ୍ତି ।

Leave a comment