ସଂସଦରୁ ମହୁଆ ମୋଇତ୍ରା ବହିଷ୍କୃତ
ସଂସଦରେ ପ୍ରଶ୍ନ ପରାରିବା ପାଇଁ ଟଙ୍କା ନେବା ମାମଲାରେ ତୃଣମୂଳ କଂଗ୍ରେସ ଏମ୍ପି ମହୁଆ ମୋଇତ୍ରାଙ୍କୁ ଶୁକ୍ରବାର ଲୋକସଭାରୁ ବହିଷ୍କୃତ ହୋଇଛନ୍ତି। ଲୋକ ସଭାରେ ଆଗତ କରାଯାଇଥିବା ‘ଏଥିକ୍ସ କମିଟି’ ରିପୋର୍ଟ ଆଧାରରେ ସେ ବହିଷ୍କୃତ ହୋଇଥିବା ଜଣାପଡିଛି।