୮ ରୁ ଓଜେଇଇ ପରୀକ୍ଷା

0

ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଆସନ୍ତା ୮ ତାରିଖରୁ ଆରମ୍ଭ ହେବ । କମ୍ପ୍ୟୁଟର ବେସ୍‌ଡ୍‌ ଟେଷ୍ଟ(ସିବିଟି) ମାଧ୍ୟମରେ ଏହି ପରୀକ୍ଷା ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ । ଓଡ଼ିଶାର ୩୦ଟି ସହରରେ ୪୪ଟି ପରୀକ୍ଷା କେନ୍ଦ୍ର ହୋଇଛି । ରାଜ୍ୟ ବାହାରେ କୋଲକାତା, ପାଟନା ଏବଂ ରାଞ୍ଚିରେ ୩ଟି ପରୀକ୍ଷା କେନ୍ଦ୍ର କରାଯାଇଛି ।

Leave a comment