ଜେଲ ଗଲେ କୋଟିପତି ପୂର୍ବତନ ଅତିରିକ୍ତ ଉପ ଜିଲ୍ଲାପାଳ

0

ଜେଲ ଗଲେ ନବରଙ୍ଗପୁର ପୂର୍ବତନ ଅତିରିକ୍ତ ଉପ ଜିଲ୍ଲାପାଳ ପ୍ରଶାନ୍ତ ରାଉତ। ୫ ଦିନିଆ ରିମାଣ୍ଡ ସରିବା ପରେ ପ୍ରଶାନ୍ତଙ୍କୁ ଆଜି ସୁନ୍ଦରଗଡ଼ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଥିଲା। ରିମାଣ୍ଡ ସମୟରେ ପ୍ରଶାନ୍ତଙ୍କ ପାଖରୁ ଆହୁରି ବିପୁଳ ଆୟ ବହିର୍ଭୁତ ସମ୍ପତ୍ତିର ସୁରାଗ ପାଇଛି ଭିଜିଲାନ୍ସ। ଏହାପରେ ତାଙ୍କୁ ସୁନ୍ଦରଗଡ଼ ଜେଲକୁ ପଠାଇ ଦିଆଯାଇଛି।

Leave a comment