ବୈାଦ୍ଧ ଜିଲ୍ଲା ସଂଗ୍ରହାଳୟ ବୁଲି ଦେଖିଲେ ବିଧାୟକ ପ୍ରଣବ ପ୍ରକାଶ ଦାସ, ସଞ୍ଜୟ ଦାସବର୍ମା
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମା ଆଜି ବୈାଦ୍ଧ ଜିଲ୍ଲା ସଂଗ୍ରହାଳୟ ବୁଲି ଦେଖିଥିଲେ । ତାଙ୍କ ସହ ଯାଜପୁର ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ପ୍ରଣବ ପ୍ରକାଶ ଦାସ ଓ ବୈାଦ୍ଧର ମାନ୍ୟବର ବିଧାୟକ ପ୍ରଦିପ କୁମାର ଅମାତ ଓ ରାଜ୍ୟ ଯୁବ କଲ୍ୟାଣ ବୋର୍ଡ ଉପାଧ୍ୟକ୍ଷ ଶ୍ରୀଯୁକ୍ତ ବିଜୟ କୁମାର ନାୟକ ବୈାଦ୍ଧ ଜିଲ୍ଲା ସଂଗ୍ରହାଳୟ ବୁଲି ଦେଖିଛନ୍ତି। ଏହି କାର୍ଯ୍ୟକ୍ରମରେ ବୈାଦ୍ଧ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର ପ୍ରମୁଖ ଉପସ୍ଥିତି ଥିଲେ।