ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ପ୍ରତାପ ଷଡ଼ଙ୍ଗୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ପ୍ରତାପ ଷଡ଼ଙ୍ଗୀ ଲୋକସଭାକୁ ନିର୍ବାଚିତ ହେବାପରେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଏଣ୍ଟରପ୍ରାଇଜର୍ସ ମିନିଷ୍ଟ୍ରୀ ସହ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ହୋଇଥିଲେ । ଅନ୍ୟପଟେ ଓଡ଼ିଶାରୁ ଆଉ ୨ ଜଣ ମନ୍ତ୍ରୀ ହେବା ନେଇ ସ୍ପଷ୍ଟ ହୋଇଛି । ରାଜ୍ୟସଭାକୁ ନିର୍ବାଚିତ ହୋଇଥିବା ପୂର୍ବତନ ଆଇଏଏସ୍ ଅଶ୍ୱନୀ ବୈଷ୍ଣବ ଓ ମୟୂରଭଞ୍ଜ ସାଂସଦ ବିଶେଶ୍ୱ ଟୁଡୁ ମନ୍ତ୍ରୀ ହେବା ନେଇ ସ୍ପଷ୍ଟ ହୋଇଛି ।