ଆଉ ଜଣେ କରୋନା ପଜିଟିଭଙ୍କ ସହ ରାଜ୍ୟର ଆକ୍ରାନ୍ତଙ୍କ ସଂଖ୍ୟା ୫୬ରେ ପହଞ୍ଚିଲା

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟର କରୋନା ଆକ୍ରାନ୍ତ ସଂଖ୍ୟା ୫୬ରେ ପହଞ୍ଚିଛି ।ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ୱେବସାଇଟ ରେ ସୂଚନା ପ୍ରଦାନ କରାଯାଇଛି । ଉକ୍ତ ଆକ୍ରାନ୍ତଙ୍କ ସମ୍ପର୍କରେ କୌଣସି ସୂଚନା ଜାରି କରାଯାଇନାହିଁ ।

ସେହିପରି ରାଜ୍ୟର ୧୮ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏବଂ ୩୭ଜଣ ବିଭିନ୍ନ ହସ୍ପିଟାଲ ରେ ଚିକିତ୍ସିତ ହେଉଥିବା ସୂଚନା ଜାରି କରାଯାଇଛି। 

Leave a comment