୧୦ ଜିଲ୍ଲାରେ ବର୍ଷା

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ରାଜ୍ୟର ୧୦ ଜିଲ୍ଲାରେ ସ୍ୱଳ୍ପ ବର୍ଷା ହେବ। ଏହାସହ ଘଡ଼ଘଡ଼ି ମାରିବ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଦିନ ୮ଟା ୧୫ଯାଏ ସତର୍କ ରହିବାକୁ ଏହି ସବୁ ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବାଲେଶ୍ୱର, ମୟୂରଭଞ୍ଜ, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗିର, ବରଗଡ଼, ଗଜପତି ଓ ଗଞ୍ଜାମ।

Leave a comment