ଝାଡ଼ଖଣ୍ଡରୁ ନକଲି ଡାକ୍ତର ରମେଶଙ୍କ ଦ୍ୱିତୀୟ ସ୍ତ୍ରୀ ଗିରଫ

0

ଭୁବନେଶ୍ୱର : ନକଲି ଡାକ୍ତର ରମେଶ ସ୍ୱାଇଁଙ୍କ ଦ୍ୱିତୀୟ ସ୍ତ୍ରୀଙ୍କୁ ଗିରଫ କରିଛି ପୋଲିସ। ଡାକ୍ତରଙ୍କ ଦ୍ୱିତୀୟ ସ୍ତ୍ରୀଙ୍କ ନାମ କମଳା ତୀର୍କି ବୋଲି ଜଣାପଡିଛି । କମଳାଙ୍କୁ ଝାଡ଼ଖଣ୍ଡରୁ ଗିରଫ କଲା କମିଶନରେଟ ପୋଲିସ ।

ଠକେଇ ମାମଲାରେ ମାଷ୍ଟରମାଇଣ୍ଡ ଥିଲେ କମଳା । ଓଡ଼ିଶାର ପାରାଦ୍ୱୀପରେ ଡାକ୍ତରାଣୀ ଥିଲେ କମଳା । କମଳାଙ୍କୁ ରିମାଣ୍ଡରେ ଆଣିବାକୁ ଯୋଜନା କରୁଛି ପୋଲିସ । ପଞ୍ଚମ ଥର ପାଇଁ ରମେଶଙ୍କୁ ରିମାଣ୍ଡରେ ଆଣି ଜେରା ବେଳେ କମଳା ବିରୋଧରେ ମିଳିଥିଲା ପ୍ରମାଣ।

Leave a comment