ସମୀର ମହାନ୍ତିଙ୍କୁ ମିଳିଲା ନୂଆ ଦାୟିତ୍ୱ, ବିଜେପି ଜାତୀୟ କାର୍ଯ୍ୟକାରୀ କମିଟିରେ ପାଇଲେ ସ୍ଥାନ
ପୂର୍ବତନ ବିଜେପି ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କୁ ମିଳିଲା ନୂଆ ଦାୟିତ୍ୱ । ବିଜେପି ଜାତୀୟ କାର୍ଯ୍ୟକାରୀ କମିଟିରେ ସ୍ଥାନ ପାଇଲେ ସମୀର ମହାନ୍ତି। ସମୀର ମହାନ୍ତିଙ୍କୁ ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଭାବେ ନିଯୁକ୍ତି ଦେଲେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ସୂଚନାଯୋଗ୍ୟ, ୨୦୨୦ ଜାନୁଆରୀ ୧୭ରୁ ୨୦୨୩ ମାର୍ଚ୍ଚ ୨୩ ପର୍ଯ୍ୟନ୍ତ ବିଜେପି ରାଜ୍ୟ ସଭାପତି ଥିଲେ ସମୀର ମହାନ୍ତି।