କାଲି ରାଜ୍ୟର ସବୁ ସ୍କୁଲ ବନ୍ଦ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟର ସମସ୍ତ ସ୍କୁଲ ଆସନ୍ତାକାଲି ବନ୍ଦ ରହିବ। କଂଗ୍ରେସର ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା ସ୍କୁଲ ଓ ଗଣଣିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି। ସରସ୍ୱତୀ ପୂଜାରେ ମଧ୍ୟ ସ୍କୁଲ ବନ୍ଦ ରହିବ ବୋଲି ଜଣାପଡ଼ିଛି।