ବିଜେପିରୁ ଇସ୍ତଫା ଦେଲେ ସୋନାଲି ସାହୁ
ବିଜେପିରୁ ଇସ୍ତଫା ଦେଲେ ସୋନାଲି ସାହୁ । ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇଲେ ଇସ୍ତଫା ପତ୍ର । ସୋନାଲି ସାହୁ ବିଜେପିର ମୁଖପାତ୍ର ଥିଲେ ।
ସେ ତାଙ୍କ ଇସ୍ତଫା ପତ୍ରରେ ଲେଖିଛନ୍ତି, ଗତ ୫ ବର୍ଷ ଧରି ଦଳର ଜଣେ ଶୃଙ୍ଖଳିତ କାର୍ଯ୍ୟକର୍ତ୍ତା ଭାବରେ ଦଳ ଦେଇଥିବା ସମସ୍ତ କାର୍ଯ୍ୟ ସୁଚାରୁରୂପେ ତୁଲାଇ ଆସିଛି ।