ନବନିଯୁକ୍ତ ରାଜ୍ୟ ପ୍ରଭାରୀ ଶ୍ରୀମତୀ ଡି.ପୁରନ୍ଦେଶ୍ୱରୀ ଏବଂ ସହପ୍ରଭାରୀ ଡ.ସ୍ୱଦେଶ ସିଂହଙ୍କ ଓଡ଼ିଶା ଆଗମନ
ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): “ଦ୍ୱିତୀୟ ଥର ପାଇଁ ଓଡିଶାର ପ୍ରଭାରୀ ଭାବେ ଦାୟୀତ୍ୱ ମିଳିଛି । ରାଜ୍ୟରେ ସରକାର ଓ ସଂଗଠନ ମଧ୍ୟରେ ସମନ୍ୱୟକୁ ଗୁରୁତ୍ୱ ଦିଆଯିବ । ଦଳୀୟ ସଂଗଠନକୁ ଆହୁରୀ ଅଧିକ ସୁଦୃଢ କରାଯିବ” ବୋଲି ନବନିଯୁକ୍ତ ରାଜ୍ୟ ପ୍ରଭାରୀ ତଥା ରାଷ୍ଟ୍ରୀୟ ଉପାଧ୍ୟକ୍ଷା ଓ…