ରଥରେ ବିରାଜିଲେ ଚତୁର୍ଦ୍ଧାମୂର୍ତ୍ତି
ଆଜି ପବିତ୍ର ବାହୁଡ଼ା ଯାତ୍ରା। ନବଦିନାତ୍ମକ ଯାତ୍ରା ସାରି ଶ୍ରୀମନ୍ଦିରକୁ ବାହୁଡ଼ିବେ ମହାବାହୁ। ନୀତି ନିର୍ଘଣ୍ଟ ଅନୁଯାୟୀ ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡିରେ ଆସି ଦର୍ପଦଳନ ରଥରେ ବିଜେ କରିଥିଲେ। ପରେ ମା' ସୁଭଦ୍ରା ଶୂନ୍ୟ ପହଣ୍ଡିରେ ଆସି ରଥରେ ବିରଜମାନ କରିଥିଲେ। ପରେ ବଡ଼ଠାକୁରଙ୍କ…