ସୋଆରେ ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଚାଲିଥିବା ୧୦ ଦିନିଆ ସମର୍କ୍ୟାମ୍ପ ଉଦ୍ଜାପିତ
ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଗ୍ରୀଷ୍ମକାଳୀନ ଛୁଟି ସମୟରେ ସ୍କୁଲ୍ ଛାତ୍ରଛାତ୍ରୀଙ୍କୁ କ୍ରୀଡା କ୍ଷେତ୍ରରେ ଅଧିକ ପ୍ରୋତ୍ସାହିତ କରିବାର ଲକ୍ଷ୍ୟ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଆୟୋଜିତ ହୋଇଥିବା ୧୦ ଦିନିଆ ସମର କ୍ୟାମ୍ପ ରବିବାର ଉଦ୍ଯାପିତ ହୋଇଯାଇଛି । ମେ ୫ ତାରିଖରେ…