ସମ୍ କୋଭିଡ୍ ହସ୍ପିଟାଲ୍ରୁ ସୁସ୍ଥ ହୋଇ ଘରକୁ ଫେରିଲେ ଶତାୟୁ ବୃଦ୍ଧ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): କରୋନା ମହାମାରୀର ଦ୍ୱିତୀୟ ଲହରୀର କଷ୍ଟ ଏବଂ ତୃତୀୟ ଲହରୀର ଆଶଙ୍କା ମଧ୍ୟରେ ସମ୍ କୋଭିଡ ହସ୍ପିଟାଲ୍ରୁ ଆସିଛି ଏକ ଖୁବ୍ ଭଲ ଖବର । କୋଭିଡ୍ ଅନେକ ଚିହ୍ନା ଓ ଅଚିହ୍ନା ମୁହଁ ଛଡାଇ ନେଉଥିବା ବେଳେ ଅନେକ ଗୁରୁତର ହୋଇ ହସ୍ପିଟାଲ୍ରେ କଷ୍ଟ ଭୋଗୁଛନ୍ତି । ତେବେ…