ଗୋଟିଏ ଦିନରେ ୧୦୩୮ ଡାକ୍ତରଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଆଜି ଏକ ନୂଆ ମାଇଲଖୁଣ୍ଟ ପ୍ରତିଷ୍ଠା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗୋଟିଏ ଦିନରେ ୧୦୩୮ ଜଣ ନୂଆ ଡାକ୍ତରଙ୍କୁ ନିଯୁକ୍ତି ଦେଇଛନ୍ତି। ଲୋକସେବା ଭବନରେ ଅନୁଷ୍ଠିତ ନବନିଯୁକ୍ତ ଡାକ୍ତରମାନଙ୍କ ଇଣ୍ଡକସନ୍ ଟ୍ରେନିଂରେ…