୧୦ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ପ୍ରବଳ ବର୍ଷା ନେଇ ୧୦ଟି ଜିଲ୍ଲାକୁ ସତର୍କ ସୂଚନା ଜାରିକରଛି ପାଣିପାଗ ବିଭାଗ । ୧୦ ଜିଲ୍ଲା- ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁରକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ…