Browsing Tag

10th Act of giving day

ବିଶ୍ୱ ପାଳନ କଲା ୧୦ମ ଆର୍ଟ ଅଫ୍‍ ଗିଭିଂ ଦିବସ ୬ଜଣଙ୍କୁ ଆର୍ଟ ଅଫ୍‍ ଗିଭିଂ ହିରୋ ସମ୍ମାନ

ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ସମଗ୍ର ବିଶ୍ୱରେ ଆଜି ଆନ୍ତର୍ଜାତୀୟ ଆର୍ଟ ଅଫ୍‍ ଗିଭିଂ ଦିବସ ପାଳିତ ହୋଇଛି । ବିଶ୍ୱର ୬ଟି ମହାଦେଶ, ୧୨୦ଟି ଦେଶର ୩୫୦ଟି ସ୍ଥାନରେ ୧୦ମ ଅନ୍ତର୍ଜାତୀୟ ଆର୍ଟ ଅଫ୍‍ ଗିଭିଂ ଦିବସ ପାଳିତ ହେଉଛି । ଭାରତର ୨୯ଟି ରାଜ୍ୟ, ୪ଟି କେନ୍ଦ୍ରଶାସିତ ଅଞ୍ଚଳର ୩୫ଶହ…