୧୦ମ ରୁଚି ଓଡ଼ିଆ ଫିଲ୍ମ ଫେୟାର ଆୱାର୍ଡ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆସନ୍ତା ମାର୍ଚ୍ଚ ୧୫ ତାରିଖ ସନ୍ଧ୍ୟା୬ଟାରେ ଓଡ଼ିଶାର ଅଗ୍ରଣୀ ଇଭେଣ୍ଟ ପ୍ରତିଷ୍ଠାନ ହ୍ଵାଇଟ କାନଭାସ ଆନୁକୂଲ୍ୟରେ ତଥା ଓଫା ଫଉଣ୍ଡେସନ ସହଯୋଗରେ ଭୁବନେଶ୍ୱର ଜନତା ମଇଦାନରେ ଅନୁଷ୍ଠିତ ହେବାକୁ ଯାଉଅଛି ୧୦ମ ରୁଚି ଓଡ଼ିଆ ଫିଲ୍ମ ଫେୟାର ଆୱାର୍ଡ-୧୯ । ଏହି…