Browsing Tag

12 hour Jajpur band called by state BJP

ବିଜେପି ପକ୍ଷରୁ ୧୨ ଘଣ୍ଟିଆ ଯାଜପୁର ବନ୍ଦ ଡାକରା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ହରିଦାସପୁର ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁକୁ ନେଇ ବିଜେପି ପକ୍ଷରୁ ୧୨ ଘଣ୍ଟିଆ ଯାଜପୁର ବନ୍ଦ ଡାକରା ଦିଆଯାଇଛି । ଏହି ବନ୍ଦ ପ୍ରଭାବରେ ଦୋକାନ ବଜାର ବନ୍ଦ ରହିବା ସହ ଗାଡି ଚାଳଚଳ ବାଧା ପ୍ରାପ୍ତ ହୋଇଛି । ସୂଚନା ଅନୁଯାୟୀ, ଆଜି ସକାଳ ୬ଟାରୁ ବିଜେପି…