ରାଜ୍ୟରେ ଆଜି ସର୍ବାଧିକ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଆଜି ୧୪ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୮୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
ମୃତଙ୍କ ମଧ୍ୟରୁ…