ମଧ୍ୟପ୍ରଦେଶରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୧୪ ମୃତ, ୪୦ ଆହତ, ମୃତକଙ୍କ ସଂଖ୍ୟା ବୃଦ୍ଧି ଆଶଙ୍କା
ମଧ୍ୟପ୍ରଦେଶର ରିୱାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୧୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪୦ ଜଣ ଆହତ ହୋଇଛନ୍ତି। ପାଖାପାଖି ୧୦୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ୍ ଟ୍ରକ୍ ସହ ଧକ୍କା ହେବା ଯୋଗୁ ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି।
ଖବରପାଇ ପୋଲିସ୍…