Browsing Tag

1550 recover

ରାଜ୍ୟରେ ସୁସ୍ଥ ହେଲେ ୧୫୫୦ ଜଣ କରୋନା ଆକ୍ରାନ୍ତ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରବିବାର ରାଜ୍ୟରେ ୨୯ଟି ଜିଲ୍ଲାରୁ ୧୫୫୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବଭାଗ ପକ୍ଷରୁ ଟୁଇଟ ଜରିଆରେ ଦିଆଯାଇଥିବା ସୂଚନା ଅନୁସାରେ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୪୨ ହଜାର ୨୭୬ରେ…