Browsing Tag

16

ସୁବର୍ଣ୍ଣରେଖାରେ ବଡ ବନ୍ୟା ପାଇଁ ସ୍ଥାନାନ୍ତର ହେଲେଣି ୧୬ ହଜାର ଲୋକେ

ସୁବର୍ଣ୍ଣରେଖା ନଦୀର ଜଳସ୍ତର ବୃଦ୍ଧି ପାଇବାରୁ ଉତ୍ତର ବାଲେଶ୍ଵରର ଭୋଗରାଇ ଓ ବାଲିଆପାଳ ଅଞ୍ଚଳରେ ପାଣି ପଶିଥିବା ଦେଖିବାକୁ ମିଳିଛି । ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଯିବା ପାଇଁ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଧେ ଅନୁରୋଧ କରିଛନ୍ତି। ବର୍ତ୍ତମାନ ସୁଦ୍ଧା ୧୬ ହଜାର ଲୋକଙ୍କୁ…