Browsing Tag

16open pg class

୧୬ରୁ ପିଜି ପ୍ରଥମ ବର୍ଷ ଓ ୟୁଜିର ଦ୍ୱିତୀୟ ବର୍ଷ ଛାତ୍ରଛାତ୍ରୀଙ୍କ ଲାଗି ଶ୍ରେଣୀରେ ପାଠପଢା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆସନ୍ତା ଅଗଷ୍ଟ ୧୬ ତାରିଖରୁ ପିଜି ପ୍ରଥମ ବର୍ଷ ଓ ୟୁଜି ପ୍ରି ଫାଇନାଲ୍ ଇୟର୍ ଛାତ୍ରଛାତ୍ରୀଙ୍କ ଲାଗି ଶ୍ରେଣୀରେ ଶିକ୍ଷାଦାନ ଆରମ୍ଭ ହେବ ବୋଲି ଜଣାଯାଇଛି। ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିଲାଗି ଛାତ୍ରଛାତ୍ରୀମାନେ କଲେଜ ଆସି ପାଠପଢିବେ।…